Below header

ଭଦ୍ରକ ଆମ୍ବରେଳି ଗାଁରେ ଅଗ୍ନିକାଣ୍ଡ , ୪ଟି ପରିବାରର ୧୦ ବଖରା ଘର ପୋଡି ପାଉଁଶ

ଭଦ୍ରକ(କେନ୍ୟୁଜ୍): ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରେଳି ଗାଁରେ ଅଗ୍ନିକାଣ୍ଡ । ନିଆଁ ଲାଗି ୪ଟି ପରିବାରର ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଯାଇଛି । ଧାନ, ଚାଉଳ ଓ ଆସବାବପତ୍ର ସବୁ ପୋଡି ପାଉଁଶ ହୋଇଯାଇଛି । ଘଟଣାସ୍ତଲରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.