Below header

ଜଳିଗଲା ଭଦ୍ରକ ଆରଡିର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣୀଙ୍କ ଭଣ୍ଡାର ଘର

ଭଦ୍ରକ : ଜଳିଗଲା ଭଦ୍ରକ ଆରଡିର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣୀଙ୍କ ଭଣ୍ଡାର ଘର। ନିଆଁ ଲାଗି ଭଣ୍ଡାର ଘରେ ଥିବା ଜଗନ୍ନାଥଙ୍କ ମୂର୍ତ୍ତି, ସମସ୍ତ ସାମଗ୍ରୀ ସହ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଜଳି ପୋଡି ଯାଇଛି। ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ଆଖଣ୍ଡଳମଣୀଙ୍କ ମନ୍ଦିର ପରିସରରେ ଥିବା ଭଣ୍ଡାର ଘରେ ନିଆଁ ଲାଗିଯାଇଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.