କଟକ ବୋର୍ଡ ଅଫ୍ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ: କଟକ ବୋର୍ଡ ଅଫ୍ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ଗାଡ଼ିର ଉଦ୍ୟମ ଜାରି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ।