Below header

ନିୟନ୍ତ୍ରଣରେ କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ , ସର୍ଟସର୍କିଟ୍‌ ଯୋଗୁ ପାଥୋଲୋଜି ବିଭାଗର ଦୁଇଟି ରୁମ୍‌ରେ ଲାଗିଥିଲା ନିଆଁ

କଟକ(କେନ୍ୟୁଜ୍) : ନିୟନ୍ତ୍ରଣରେ କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ। ସର୍ଟସର୍କିଟ୍‌ ଯୋଗୁ ପାଥୋଲୋଜି ବିଭାଗର ଦୁଇଟି ରୁମ୍‌ରେ ନିଆଁ ଲାଗିଯାଇଥିଲା। ଫଳରେ ଲାବ୍‌ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ପୋଡି ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡରେ ଅସି ମଧ୍ୟ ପୋଡିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିିକାଣ୍ଡରେ ରୋଗୀଙ୍କ କୌଣସି କ୍ଷତି ହୋଇନାହିଁ। ତେବେ ଏନେଇ ହସ୍‌ପିଟାଲ କର୍ତ୍ତୁପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.