Categories: ରାଜ୍ୟ

କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ସେକ୍ସନ୍‌ରେ ଅଗ୍ନିକାଣ୍ଡ

କଟକ(କେନ୍ୟୁଜ୍) : କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ସେକ୍ସନ୍‌ରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଅଫିସର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏନେଇ ଖବର ପାଇବାପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବାବେଳେ ଅଗ୍ନିକାଣ୍ଡର ସଠିକ୍ କାରଣ ଅସ୍ପଷ୍ଟ ରହିଛି।

KNews Bureau

Recent Posts

ଅନାଥ ଝିଅ ସସ୍ମିତାଙ୍କ ହାତ ଧରିବାକୁ ଛତିଶଗଡରୁ ଧାଇଁ ଆସିଛନ୍ତି ମୋହନଲାଲ

ସୁନ୍ଦରଗଡ (କେନ୍ୟୁଜ) : ସଜେଇ ହୋଇ ବେଦୀରେ ବସିଛି କନ୍ୟା । ପାଖରେ ବସିଛି ବର । ବ୍ରାହ୍ମଣଙ୍କ ମନ୍ତ୍ର…

2 mins ago

ହ୍ରିତିକ ରୋଶନଙ୍କ ଆପାର୍ଟମେଣ୍ଟରେ ଭଡାରେ ରହିବେ କି ବରୁଣ ! ହେବେ ଅକ୍ଷୟ କୁମାରଙ୍କ ପଡୋଶୀ

ବଲିଉଡ ଅଭିନେତା ବରୁଣ ଧୱନ ଆଜିକାଲି ପ୍ରଫେସନାଲ ଏବଂ ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି । ତେବେ ନିକଟରେ…

12 mins ago

ଗାନ୍ଧି ପରିବାରକୁ ଭେଟିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା; ସୋନିଆ ଗାନ୍ଧିଙ୍କୁ କଲେ ଆଲିଙ୍ଗନ, ରାହୁଲ-ପ୍ରିୟଙ୍କାଙ୍କୁ ହାଲ୍‌ଚାଲ ପଚାରିଲେ

କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷ ସୋନିଆ ଗାନ୍ଧି ସୋମବାର ନୂଆଦିଲ୍ଲୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଛନ୍ତି । ଏହି…

15 mins ago

କୋରରେ ପ୍ରଦର୍ଶିତ ହେବ ଚଳଚ୍ଚିତ୍ର ‘ଦି ସି ଆଣ୍ଡ ସେଭେନ ଭିଲେଜସ’

ଭୁବନେଶ୍ୱର : ମୁମ୍ବାଇ ଫିଲ୍ମ ଫେଷ୍ଟିଭାଲ ୨୦୨୪ (ମିଫ୍ ) ପାଇଁ ମନୋନୀତ ହୋଇଛି ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ…

21 mins ago

ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବରେ ବୁଲୁଥିଲା ଜନ୍ତୁ, କିଏ କହୁଛି ବାଘ ତ କିଏ କହୁଛି ବିଲେଇ ?

ରାଷ୍ଟ୍ରପତି ଭବନରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କ ସହ…

24 mins ago

ଘୁମେଇ ପଡ଼ିଲେ ଡ୍ରାଇଭର, ଡମ୍ପର ସହ ପଛପଟୁ ପିଟି ହେଲା ବସ୍‌; ଚାଳକଙ୍କ ସମେତ ୪ ମୃତ

ଉତ୍ତର ପ୍ରଦେଶର ଗାଜିପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଅଯୋଧ୍ୟାରୁ ରାମଲାଲାଙ୍କ ଦର୍ଶନ ସାରି ବିହାର ଫେରୁଥିବା…

57 mins ago