ରାଜ୍ୟ

ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ

କନ୍ଧମାଳ (କେନ୍ୟୁଜ): ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଜଳିଗଲା ଚକୋଲେଟ, ବିସ୍କୁଟ। ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ। ନିଆଁ ଲାଗି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଗୋଦାମରେ ନିଆଁ ଲାଗିଯାଇଥିଲା। ଆଜି ସକାଳୁ ସଫେଇ କର୍ମଚାରୀ ଗୋଦାମରେ ନିଆଁ ଲାଗିଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା। ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

Barsha

Recent Posts

ଓଲଟିଲା ପାନ ବୋଝେଇ ପିକଅପ୍ , ୨ ମୃତ

କାକଟପୁର (କେନ୍ୟୁଜ): ପହିଲି ରଜରେ ଅଘଟଣ ।  ଓଲଟିଲା ପାନବୋଝେଇ ପିକଅପ୍ , ୨ ମୃତ ।  କାକଟପୁର ଜଗନ୍ନାଥପୁରଠାରେ…

9 mins ago

ଆଜି ପହିଲି ରଜ: ଦୋଳି ଖେଳ ସାଙ୍ଗକୁ ମିଠା ପାନରେ ଜମୁଛି ଆସର

ଭୁବନେଶ୍ୱର (କେନ୍ୟୁଜ): ଆଜି ପହିଲି ରଜ ।  ଓଡ଼ିଶାର ଗଣ ପର୍ବ ରଜ ପାଇଁ ଉତ୍ସବ ମୁଖର ଗାଆଁଠୁ ସହର…

26 mins ago

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି କୌଣସି ପ୍ରକାରର ନୂଆ ଯୋଜନା କରିବେ ଏବଂ ସେଥିରେ ସଫଳ ହେବେ

ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…

8 hours ago

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

9 hours ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

10 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

11 hours ago