ରାଜ୍ୟ

ଖଡଗପୁର- ଭଦ୍ରକ ପାସେଞ୍ଜର ଟ୍ରେନ ଇଞ୍ଜିନରେ ନିଆଁ

ଖଡଗପୁର- ଭଦ୍ରକ ପାସେଞ୍ଜର ଟ୍ରେନ ଇଞ୍ଜିନରେ ନିଆଁ। ଇଞ୍ଜିନ୍‌ ତଳୁ ଧୁଆଁ ବାହାରିବା ଦେଖି ଭୟରେ ଟ୍ରେନରୁ ଓହ୍ଲାଇଲେ ଯାତ୍ରୀ। ବାଲେଶ୍ୱର ଲକ୍ଷ୍ମଣନାଥ ରୋଡ ଷ୍ଟେସନରେ ପାସେଞ୍ଜର ଟ୍ରେନରେ ନିଆଁ ଦେଖାଯାଇଥିଲା। ଧୁଆଁ ଦେଖି ଟ୍ରେନର ଯାତ୍ରୀମାନେ ଚିତ୍କାର କରି ପାଇଲଟ୍‌କୁ ଇସାରା ଦେଇଥିଲେ।

ଲକ୍ଷ୍ମଣନାଥ ରୋଡ଼ ଷ୍ଟେସନରେ ଟ୍ରେନ୍‌ ଛିଡା ହେବା ପରେ ପାଇଲଟ୍‌ ତଳକୁ ଓହ୍ଲାଇ ଇଞ୍ଜିନ ତଳୁ ବାହାରୁଥିବା ଧୁଆଁକୁ ଆୟତ୍ତ କରିଥିଲେ। ଇଞ୍ଜିନ ଚକାରେ ଲାଗିଥିବା ସ୍ପ୍ରିଂ ବକ୍ସରେ ମୋବିଲ୍‌ ଲିକ୍‌ରୁ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ନିଆଁ ଆୟତ୍ତ ହେବାର ଅଧଘଣ୍ଟା ପରେ ଆଗକୁ ଗଡିଥିଲା ଟ୍ରେନ।

Niharanjan

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

10 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

18 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

34 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago