ରାଜ୍ୟ

ଧାମରା ବନ୍ଦରାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ, ଜଳିପୋଡ଼ି ପାଉଁଶ ହୋଇଯାଇଛି କାଠ ଓ ଫାଇବର ସ୍ଲାବ

ଭଦ୍ରକ:ଧାମରା ବନ୍ଦରାଞ୍ଚଳରେ ଅଗ୍ନିକାଣ୍ଡ। L N G ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଗତକାଲି ମଧ୍ୟରାତ୍ରିରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡେ ବ୍ୟାପିଯିବାରୁ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା । କାଠ ଓ ଫାଇବର ସ୍ଲାବ ପୋଡ଼ି ପାଉଁଶ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ ପହ଼ଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରୁଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ଗ୍ୟାସ୍‌ ଲିକ୍‌ରୁ ହୋଇଥିବା ସନ୍ଦେହ କରାଯାଉଛି ।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

8 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

21 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

22 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago