ବଲାଙ୍ଗିର(କେନ୍ୟୁଜ୍): ଜଲିଗଲା ଫଳ ବଜାର। ବିଳମ୍ବିତ ରାତିରେ ବଲାଙ୍ଗିର ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଥିବା ଫଳ ବଜାରରେ ନିଆଁ ଲାଗିଯାଇଥିଲା। ଫଳରେ ଅନେକ ଦୋକାନ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି। ସୂଚନା ମୁତାବକ ଅଗ୍ନିକାଣ୍ଡରେ ଜଣେ ଦୋକାନୀ ନିଆଁରେ ପୋଡି ଗୁରୁତର ଆହତ ହୋଇଛନ୍ତି।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ଅଗ୍ନିକାଣ୍ଡ ଲାଗିବାର କାରଣ ଜଣାପଡିନଥିବାବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି। ଏନେଇ ବଲାଙ୍ଗିର ପୋଲିସ ଘଟଣାର ତଦନ୍ତ କରୁଛି।
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…