କରଞ୍ଜିଆ:ଶିମିଳିପାଳ ପୋଡାଡିହାରେ ଅନନ୍ତପୁର ବିଟ୍ ପଥର ଖଣି ଜଙ୍ଗଲରେ ଲାଗିଛି ନିଆଁ । ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଥିବା ବେଳେ ଓଡ୍ରାଫ୍ ଟିମ୍ ଏବଂ ବନବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି ।
ତିନି ଦିନ ପୂର୍ବରୁ ବର୍ଷା ହେବା ଫଳରେ ଶିମିଳିପାଳରେ ନିଆଁ ଆୟତ୍ତକୁ ଆସିଥିବା ବେଳେ ପୁଣି ଜଙ୍ଗଲରେ ନିଆଁ ଲାଗିଛି । ପୋଡାଡିହାରେ ପୁନଶ୍ଚ ନିଆଁ ଲାଗିବା ପରେ କାରଣ ଖୋଜୁଛି ବନବିଭାଗ ।
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…