ବ୍ଯାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଜଳି ପୋଡି ପାଉଁଶ ହୋଇଗଲା କାଗଜପତ୍ର

ପୁରୀ ଜିଲ୍ଲା ଡେଲାଙ୍ଗ ଘୋରଡିଆ ଗ୍ରାମ ବ୍ଯାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ଯାପକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ପିପିଲି (କେନ୍ୟୁଜ): ପୁରୀ ଜିଲ୍ଲା ଡେଲାଙ୍ଗ ଘୋରଡିଆ ଗ୍ରାମ ବ୍ଯାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ଯାପକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନି କାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଡେଲାଙ୍ଗ ପୋଲିସ ଓ ଡେଲାଙ୍ଗ ଅଗ୍ନିଶମ ବିଭାଗର ନିଆଁ ଲିଭା ଜାରି ରଖିବା ପରେ ନିଆଁ ଆୟତ୍ତକୁ ଆସିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.