Below header

ଭୁବନେଶ୍ୱର ଗଣ୍ଡମୁଣ୍ଡା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସରେ ନିଆଁ, ପୋଡ଼ିଗଲା ବ୍ୟାଙ୍କର କାଗଜପତ୍ର

ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱରରେ ଅଗ୍ନିକାଣ୍ଡ । ଗଣ୍ଡମୁଣ୍ଡା ସ୍ଥିତ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସରେ ଲାଗିଛି ନିଆଁ । ବ୍ୟାଙ୍କର ପ୍ରଥମ ମହଲାରେ ଗତକାଲି ରାତିରେ ନିଆଁ ଲାଗିଥିଲା । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଅଗ୍ନିକାଣ୍ଡ ଯୋଗୁ ବ୍ୟାଙ୍କର ଅନେକ ଆସବାବପତ୍ର, ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡ଼ି ଜାଇଛି । ସର୍ଟସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା କୁହାଯାଉଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.