ଆଠଗଡ଼(କେନ୍ୟୁଜ୍): ପୁଣି ରେଳ ୱାଗନର ନିଆଁ । ଆଠଗଡ଼ ରାଧା କିଶୋରପୁର ଷ୍ଟେସନରେ ଛିଡା ହୋଇଥିବା କୋଇଲା ବୋଝେଇ ଟ୍ରେନରେ ନିଆଁ। ଗତ କାଲି ରାତି ଦୁଇଟା ବେଳେ ଲାଗିଛି ନିଆଁ। ଗୋଟିଏ ବଗିରେ ନିଆଁ ଲାଗିଥିବା ସୂଚନା । ନିଆଁ ଲାଗିବାକର କାରଣ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଆଠଗଡ଼ ଅଗ୍ନିଶମ ବାହିନୀର ନିଆଁକୁ ଆୟତ୍ତ ପାଇଁ ଚଳାଇଛି ଉଦ୍ୟମ।
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…