କଟକ : ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ

କଟକ (କେନ୍ୟୁଜ୍) : କଟକସ୍ଥିତ NRRI ବା ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ । କିଛି ସମୟ ତଳେ NRRIର ଅଡିଟୋରିୟମରେ ଅଗ୍ନିକାଣ୍ଡ ଘଟିଥିଲା । ତେବେ ଘଟଣାସ୍ତଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ଏ ନେଇ ଚିଫ ଫାୟର ଅଫିସର ସୁକାନ୍ତ ସେଠୀ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ କଣ ହୋଇପାରେ ତାହା ଏଯାଏଁ ଯଣାପଡି ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.