Below header

ଜଳିଗଲା ଇଲେକ୍ଟ୍ରୋନିକ୍ସ ଦୋକାନ, ପୋଡି ଛାରଖାର ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୁନ୍ଦରଗଡ଼ (କେନ୍ଯୁଜ୍) : ଜଳିଗଲା ଇଲେକ୍ଟ୍ରୋନିକ୍ସ ଦୋକାନ। ଜଳିପୋଡି ଛାରଖାର ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ଜିତୁ ଇଲେକ୍ଟ୍ରୋନିକ୍ସ ଦୋକାନରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଦୋକାନ ଭିତରୁ ନିଆଁ ବାହାରୁଥିବା ଦେଖି ସ୍ଥାନୀୟଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ୪ଘଣ୍ଟା ପରେ ନିଆଁକୁ ଆୟତ କରିଥିଲା। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.