ରାଜ୍ୟ

ଶିମିଳିପାଳର ୩୦ଟି ପଏଣ୍ଟରେ ନିଆଁ, ନାକେଦମ ହେଲାଣି ବନ ବିଭାଗ

କରଞ୍ଜିଆ (କେନ୍ୟୁଜ): ଶିମିଳିପାଳର ୩୦ଟି ପଏଣ୍ଟରେ ନିଆଁ । ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ମାଡ଼ି ଚାଲିଛି ନିଆଁ ।  ଉତ୍ତରଶିମିଳିପାଳର କେନ୍ଦୁମୁଣ୍ଡି, ଗୁଡ଼ଗୁଡ଼ିଆ ଓ ତାଳବନ୍ଦ ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ବ୍ୟାପିବାରେ ଲାଗିଛି। ଫଳରେ ଜଙ୍ଗଲରେ ଥିବା ବନ୍ୟଜନ୍ତୁ ଏବେ ବିପଦରେ ପଡିଛନ୍ତି ।  ନିଆଁକୁ ଆୟତ୍ତ କରିବା ପାଇଁ ବନ ବିଭାଗ ଚେଷ୍ଟା କରୁଥିଲେବି ନିଆଁ ଏବେ ଯାଏ ଆୟତ୍ତ ହୋଇପାରିନାହିଁ ।  ନିଆଁ ଲିଭେଇବା ପାଇଁ ପ୍ରାୟ ୩୦୦ଟି ସ୍କ୍ୱାର୍ଡ ଗଠନ କରାଯାଇଛି ।  ଅଭୟାରଣ୍ୟରେ ଥରେ ନିଆଁ ଲାଗିଲେ ନିଆଁ ଲିଭେଇବା ବହୁତ କଷ୍ଟ ହେଇଥାଏ ।  ଏହାକୁ ଆଖି ଆଗରେ ରଖି ଶିମିଳିପାଳ କର୍ତ୍ତୃପକ୍ଷ ବ୍ୟାବକ ବ୍ୟବସ୍ଥା କରିଛନ୍ତି ।  ଅଭୟାରଣ୍ୟରେ ୨୮୪ ଟି ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି ।  ଗତବର୍ଷ ୧୦୫୬ଟି ପଏଣ୍ଟରେ ନିଆଁ ଲାଗିଥିଲା ।

Barsha

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

9 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

12 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

16 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

29 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

46 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago