ଭୁବନେଶ୍ୱର(କେନ୍ଯୁଜ୍) : ଭୁବନେଶ୍ୱର ବାପୁଜୀ ନଗରରେ ଅଗ୍ନିକାଣ୍ଡ । ବାପୁଜୀ ନଗର ଏସ୍ବିଆଇ ଶାଖାରେ ଅଗ୍ନିକାଣ୍ଡ ହୋଇଛି । ଷ୍ଟେଟ୍ ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗିଥିଲା । ନିଆଁ ଲିଭାଇବା କାମରେ ଦୁଇଟି ଦମକଳ ବାହିନୀ ନିୟୋଜିତ ହୋଇଥିଲେ । ସର୍ଟସର୍କିଟ୍ ଯୋଗୁ ନିଆଁ ଲାଗିଥିବା କୁହାଯାଉଛି । ତେବେ ବ୍ୟାଙ୍କରେ ସେଭଳି କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ବ୍ୟାଙ୍କର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…