ଗଜପତି(କେନ୍ୟୁଜ୍): ଗତ କାଲି ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୈମ୍ୟରଞ୍ଜନ ମହାପାତ୍ର ମୃତ । ପ୍ରଥମେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ସୈମ୍ୟରଞ୍ଜନ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଠାରୁ ବ୍ରହ୍ମପୁର ପରେ କଟକ ଅଧିକା ଚିକିତ୍ସା ପାଇଁ ସ୍ଥାନାନ୍ତର ହୋଇଥିଲେ।
ତାଙ୍କ ଦେହ ୯୦ପ୍ରତିଶତ ପୋଡିଯାଇଥିବାବେଳେ ଚିକିତ୍ସିତ ଅବସ୍ଥା ରେ କଟକ ବୈଷ୍ଣବ ଅଶ୍ବୀନି ହସ୍ପିଟାଲରେ ତାଙ୍କର ମୁତ୍ଯୁ ଘଟିଥିବା ଜଣାପଡିଛି । ସେ କିପରି ଅଗ୍ନି ସଂସ୍ପର୍ଶରେ ଆସିଲେ କାରଣ ଅସ୍ପଷ୍ଟ ରହିଥିବା ବେଳେ ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିନଥିଲି ପତ୍ନୀ। ସେପଟେ ପୁଲିସ୍ ତଦନ୍ତ ଯାରି ରଖିଛି ।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…