କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ: କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡ ଫଳରେ ହସ୍ପିଟାଲର ଉପର ମହଲାରୁ ପ୍ରବଳ ଧୂଆଁ ବହାରୁଥିବାର ଦେଖିବାକୁ  ମିଳିଛି।

ତେବେ ଏଯାଏ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। କ୍ଷୟକ୍ଷତିର ମଧ୍ଯ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୫ ଅଗ୍ନିଶମ ଗାଡ଼ିର ଉଦ୍ୟମ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.