Below header

ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ, ୩ଟି ପରିବାରର ୮ବଖରା ଘର ପୋଡି ପାଉଁଶ

ଭଦ୍ରକ : ବାସୁଦେବପୁର ବ୍ଳକ ଦୟାନଧିପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୩ଟି ପରିବାରର ୮ବଖରା ଘର ପୋଡି ପାଉଁଶ ହୋଇଯାଇଛି । ନିଆଁର ପ୍ରକୋପ ଅଧିକ ଥିବାରୁ ଧାନ ଚାଉଲଳ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ବାସୁଦେବପୁର ଦମକଳ ବାହୀନି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡ ଘଟିବାର କାରଣ ଅସ୍ପଷ୍ଟ ରହିଛି । ସେପଟେ ସ୍ଥାନୀୟ ଆରଆଇ ଘଟଣାସ୍ଥଳରେ ଅଗ୍ନିିବିପନ୍ନଙ୍କୁ ସାହାଯ୍ୟ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.