ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ

ନୟାଗଡ଼(କେନ୍ୟୁଜ୍): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ଜେନେରାଲ ଏବଂ ମିସ୍‌ସେଲାନିୟସ ପ୍ରକୋଷ୍ଠରେ ନିଆଁ ଲାଗି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ନଷ୍ଟ ହୋଇଛି । କମ୍ପୁଟର, ସ୍କାନର, ମନିଟର, ୟୁପିଏସ୍‌ ଆଦି ପୋଡ଼ି ଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି । ସଟ୍‌ ସର୍କିଟ୍‌ରୁ ନିଆ ଲାଗିଥିବା ସନ୍ଦେହ କରାଯାଉଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.