ଫୁଲନଖରା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଥିବା ଅଳିଆ ଗଦାରେ ଲାଗିଲା ନିଆଁ, ଠିକ୍ ସମୟରେ ଆୟତ୍ତ କଲା ଅଗ୍ନିଶମ ବାହିନୀ

କଟକ: ପେଟ୍ରୋଲ ପମ୍ପ ନିକଟରେ ଅଗ୍ନିକାଣ୍ଡ । କଟକ ଫୁଲନଖରା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ନିଆଁ ଲାଗିଛି। ଏକ ଅଳିଆଗଦାରେ ନିଆଁ ଲାଗିଛି । ଫଳରେ ଚାରିଆଡେ ଧୂଆଁମୟ ପରିବେଶ ସୃଷ୍ଟି ହୋଇଛି।

ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଠିକ୍ ସମୟରେ ଆୟତ୍ତ କରିବାରେ ସଫଳ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.