Below header

ଚଳନ୍ତା ଗାଡିରେ ଲାଗିଲା ନିଆଁ

ଅନୁଗୁଳ (କେନ୍ୟୁଜ୍) : ଚଳନ୍ତା ଗାଡିରେ ଲାଗିଲା ନିଆଁ। ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାରରୁ ଏକ ଗାଡି ଛେଣ୍ଡିପଦା ଯାଉଥିବାବେଳେ ମେଡିକାଲ ଛକରେ ହତାଠ୍ ନିଆଁ ଲାଗିଯାଇଥିଲା। ତେବେ ଡ୍ରାଇଭର ଓ କର୍ମଚାରୀ ଏକ ବଡ ଦୁର୍ଘଟଣାରୁ ଅଲ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ତେବେ ସର୍ଟ ସର୍କିଟ ଯୋଗୁଁ ଗାଡିରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.