ରାଜ୍ୟ

ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର: ଗୁରୁତର ଅସୁସ୍ଥ ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ । ଏନେଇ ଟ୍ୱିଟ ମାଧ୍ୟମରେ ସୂଚନା ଦେଲେ ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି । ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ ବୋଲି ଜଣାଯାଇଛି  । କଟକ ଏସିବି ହସ୍ପିଟାଲରେ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ପ୍ଲାଜମା ଦାନ କରିବେ ବୋଲି ଜଣାଯାଇଛି ।


ସୂଚନା ଦେବା ଯୋଗ୍ୟକି “ଅମ୍ପନ” ଡ୍ୟୁଟି ସାରି ଫେରିଥିବା କେତେକ ଅଗ୍ନିଶମ କର୍ମଚାରୀ ମାନେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏବେ ସେହି ମାନଙ୍କ ମଧ୍ୟରୁ କେତେଜଣ ନିଜ ପ୍ଲାଜମା ଗୁରୁତର ରୋଗୀଙ୍କୁ ଦାନ କରିବେ ବୋଲି ଡିଜି ସୂଚନା ଦେଇଛନ୍ତି ।

KNews Bureau

Recent Posts

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

1 hour ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

2 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

2 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

2 hours ago

ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ…

3 hours ago

ମଣିଷ ଶରୀରରେ କେତେ ଉତ୍ତାପ ବହନ କରିବାର କ୍ଷମତା ରହିଛି ?

ବିଶ୍ୱର ଅନେକ ଅଞ୍ଚଳରେ ଜଳବାୟୁ ପରିବର୍ତ୍ତନ ହେତୁ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ଏହି ଉତ୍ତାପକୁ ସହ୍ୟ କରିବା…

4 hours ago