ସମଲେଶ୍ୱରୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସମ୍ବଲପୁର: ସମଲେଶ୍ୱରୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ। ସକାଳ ୮ଟା ୪୦ ମିନିଟରେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ନିକଟରେ ଥିବା ପୂଜା ସାମଗ୍ରୀ ଦୋକାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ମନ୍ଦିରର କୈଣସି କ୍ଷତି ହୋଇନାହିଁ । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.