Below header

ମାଲକାନଗିରି ବିଜାପୁର ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ, ୩ମାଓବାଦୀ ମୃତ

ମାଲକାନଗିରି(କେନ୍ଯୁଜ୍) : ପୋଲିସ-ମାଓବାଦୀ ମୁହାଁମୁହିଁ। ମାଲକାନଗିରି ବିଜାପୁର ଜଙ୍ଗଲରେ ଗୁଳିବିନିମୟ। ପୋଲିସ ଏନ୍‌କାଉଣ୍ଟରରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ବିସ୍ଫୋରକ ସାମଗ୍ରୀ ଓ ୩ଟି ବନ୍ଧୁକ ଜବତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ବିଜାପୁର ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ପୋଲିସ ପକ୍ଷରୁ ଚଢାଉ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.