ରାଜ୍ୟ

କଟକ କହ୍ନେଇପୁରରେ ମହାନଦୀର ପ୍ରଥମ ବନ୍ୟାଜଳ ପ୍ରବେଶ, ଗୋଟିଏ ପରିବାରରେ ୯ଜଣଙ୍କୁ ଅଧରାତିରେ ଉଦ୍ଧାର କଲା ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ

କଟକ: ଅଧ ରାତିରେ ରେସକ୍ୟୁ ଅପରେସନ୍‌। ୧ ଘଣ୍ଟା ପରେ ଉଦ୍ଧାର ହେଲେ ୯ଜଣ। ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀର ୧୦ଜଣ କର୍ମଚାରୀ ଏହି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ।

କଟକ ସହରର କହ୍ନେଇପୁରରେ ମହାନଦୀର ପ୍ରଥମ ବନ୍ୟା ପାଣି ପଶି ମହାନଦୀ ପଠାରେ ରହୁଥିବା ଗୋଟିଏ ପରିବାରରେ ୯ଜଣ ପାଣି ଘେରରେ ଫସି ଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ପରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପାଣି ଘରେରୁ ବାହାରକୁ ଅଣାଯାଇଥିଲା।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago