Categories: ରାଜ୍ୟ

ଆଜି ଶ୍ରାବଣର ପ୍ରଥମ ସୋମବାର, ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର । ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ । ଦେବ ଦେବ ମହାଦେବଙ୍କୁ ଜଳ ଲାଗି ପାଇଁ ଶୈବାଳୟରେ କାଉଡ଼ିଆଙ୍କ ଭିଡ଼ । ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ପୁରୀର ବାବା ଲୋକନାଥ, ଭଦ୍ରକର ଆରଡି, ବାଲେଶ୍ୱରର ପଞ୍ଚଲିଙ୍ଗେଶ୍ୱର, ଢେଙ୍କାନାଳର କପିଳାସ ଓ ନୟାଗଡ଼ର ଶରଣକୂଳ ପୀଠରେ ବୋଲବମ ଭକ୍ତଙ୍କ ଲମ୍ବାଲାଇନ । ମହାଦେବଙ୍କୁ ଜଳାଭିଷେକ ପାଇଁ ଗତକାଲି ବିଳମ୍ବିତ ରାତିରୁ ସେମାନେ ଲମ୍ବା ଲାଇନ ଲଗାଇଛନ୍ତି । ବିଶ୍ୱାସ ରହିଛି, ମହାଦେବଙ୍କ ପ୍ରିୟ ବାର ସୋମବାର ଜଳାଭିଷେକ କଲେ ମନୋସ୍କାମନା ପୂର୍ଣ୍ଣ ହୁଏ । ଏଥିପାଇଁ ନିଷ୍ଠାର ସହ ଉପବାସ ରଖି କାଉଡ଼ିଆମାନେ ବିଭିନ୍ନ ନଦୀରୁ ଜଳ ଉଠାଇ ବାବା ଭୋଲେନାଥଙ୍କୁ ଲାଗି କରିବା ପାଇଁ ଖାଲି ପାଦରେ ଚାଲି ଚାଲି ବିଭିନ୍ନ ଶିବ ମନ୍ଦିରକୁ ଆସିଛନ୍ତି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରମୁଖ ଶୈବପୀଠରେ ପୋଲିସ ମୁତୟନ ସହ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

KNews Bureau

Recent Posts

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

5 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

6 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

24 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

49 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

53 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

56 mins ago