Below header

ସରିଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ, ଜୁଲାଇ ୧୨ରୁ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

ଭୁବନେଶ୍ବର(କେନ୍ୟୁଜ୍): ସରିଲା ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ । ଜୁନ ୨୫ରୁ ଆରମ୍ଭ ହୋଇଥିଲା ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ । ଗତ ୨୫ରେ ଗୃହରେ ରାଜ୍ୟପାଳ ଅଭିଭାଷଣ ରଖିଥିଲେ । ଗତ ୨୮ରେ ଉପସ୍ଥାପନ ହୋଇଥିଲା ରାଜ୍ୟ ବଜେଟ୍‌ । ଦୁଇଟି ପର୍ଯ୍ୟାୟରେ ଅଧିବେସନ ବସିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ସରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଜୁଲାଇ ୧୨ ତାରିଖରୁ ଆରମ୍ଭ ହେବ । ଅଗଷ୍ଟ ୮ ତାରିଖ ଯାଏ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.