କେନ୍ଦ୍ରାପଡ଼ା(କେନ୍ୟୁଜ୍) : କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ଥର ପାଇଁ ଗଡ଼ିଲା ରେଳ ଇଂଜିନ । ଆଜି ରେଲୱେ ପକ୍ଷରୁ ହରିଦାସପୁର-ପାରାଦୀପ ରେଳଲାଇନର ବେଣିପୁରଠାରୁ ଗୋପଛକ ଯାଏ ପରୀକ୍ଷାମୂଳକ ଭାବେ ଇଞ୍ଜିନ ଗଡ଼ିଛି । ଆଜି ୨୧ କିଲୋମିଟର ରେଳପଥରେ ପରୀକ୍ଷାମୂଳକ ଭାବେ ଇଂଜିନ ଚାଲିଥିଲା । ଇଞ୍ଜିନ ସହିତ ଆସିଥିଲେ ବୈଷୟିକ ଟିମ୍ ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…