Categories: ରାଜ୍ୟ

ଚୂଡାମଣୀ ଜେଟୀରେ ବୁଡ଼ିଗଲେ ମତ୍ସ୍ୟଜୀବୀ, ୩ ଉଦ୍ଧାର ଜଣେ ନିଖୋଜ

ଭଦ୍ରକ ଜିଲ୍ଲା ବାସୁଦେବପୁର ଚୂଡାମଣୀ ଜେଟୀରୁ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବେଳେ ବୁଡ଼ିଗଲେ ମତ୍ସ୍ୟଜୀବୀ । ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି । ତାଙ୍କ ନାଁ ନାରାୟଣ ମଲ୍ଲିକ । ତିନି ଜଣ ମତ୍ସ୍ୟଜୀବୀ ଲାଇଫ୍‌ ଜାକେଟ୍‌ ସାହଯ୍ୟରେ ବାହାରକୁ ଆସିଥିବା ବେଳେ ନାରାୟଣଙ୍କ ପତ୍ତା ମିଳୁନି । ଏନେଇ ନାରାୟଣଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଛନ୍ତି ।

KNews Bureau

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

3 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

3 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

4 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

4 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

4 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

4 hours ago