Below header

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଛି ଫିଟ ଇଣ୍ଡିଆ ସାଇକ୍ଲୋଥନ, ଯୋଗଦେଲେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ):ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଫିଟ ଇଣ୍ଡିଆ ସାଇକ୍ଲୋଥନ ଅନୁଷ୍ଠିତ ହୋଇଛି । ଏହି ଅବସରରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ, କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ହୃଶିକେଷ ମହାନ୍ତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Image may contain: 4 people, bicycle and outdoor

ଡ.ସାମନ୍ତ ତାଙ୍କ ଅଭିଭାଷଣରେ ସମସ୍ତଙ୍କୁ ଫିଟ ରହିବା ଉପରେ ଗୁରୁତ୍ୱ ଦେଇଥିଲେ । କିଟ୍‌ ବିଶ୍ୱବିଦ୍ୟାଳୟର କୁଳପତି ହୃଶିକେଷ ମହାନ୍ତି ଫ୍ଲାଗ ଦେଖାଇ ସାଇକ୍ଲୋଥନର ଶୁଭାରମ୍ଭ କରିଥିବା ବେଳେ ଡ.ସାମନ୍ତ ସାଇକେଲ ଚଲାଇ ଫିଟ୍‌ ରହିବାର ବାର୍ତ୍ତା ଦେଇଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.