ରାଜ୍ଯର ୫ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି

ଭୁବନେଶ୍ବର (କେନ୍ୟୁଜ୍) : ୫ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି। ବାଲେଶ୍ୱର, ଭଦ୍ରକ,ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଦିନ ୧୧.୩୦ ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାସହ ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.