ରାଜ୍ୟ

ଅନୁଗୋଳ: ଟ୍ରକ୍ ପଛରେ ପିଟିଲା କାର୍‌, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୫ ଜୀବନ

ଅନୁଗୋଳ(କେନ୍ଯୁଜ୍): ଟ୍ରକ୍ ପଛରେ ପିଟିଲା କାର୍‌। ମର୍ମନ୍ତୁଦ ଦୁର୍ଘଟଣାରେ ୫ ମୃତ। ଅନୁଗୋଳ ଖମାର ଥାନା କଣ୍ଟିଆପଶି ଛକରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍‌ଟି ତାଳଚେରରୁ ଇଂଜିଡି ଆଡକୁ ଯାଉଥିବାବେଳେ ବିଳମ୍ବିତ ରାତିରେ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରକ ପଛ ପଟେ ପିଟି ହୋଇଯାଇଥିଲା।

ଯାହା ଫଳରେ ଘଟଣାସ୍ଥଳରେ ହିଁ ୫ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକମାନେ ଇଂଜିଡି ଅଞ୍ଚଳର। ଖମାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Sonalisa

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

3 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

4 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

4 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

5 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

5 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

6 hours ago