ମୋ ସରକାରରେ ସାମିଲ ହେଲା ଆଉ ୫ ବିଭାଗ

ମୋ ସରକାରରେ ସାମିଲ ହେଲା ଆଉ ୫ ବିଭାଗ । କ୍ରୀଡ଼ା ଓ ଯୁବ ବ୍ୟାପାର, ସଂସ୍କୃତି ଓ ପର୍ଯ୍ୟଟନ, ସୂଚନା ଏବଂ ଲୋକସମ୍ପର୍କ, ଜଙ୍ଗଲ ଓ ପରିବେଶ, ଦକ୍ଷତା ବିକାଶ ଓ ବୈଷୟିକ ବିଭାଗ ସାମିଲ ହୋଇଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସାମିଲ ହୋଇଛି ଏହି ପାଞ୍ଚ ବିଭାଗ । ଏତିକିବେଳେ ଉପସ୍ଥିତ ଥିଲେ 5T ସଚିବ, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗୀୟ ମନ୍ତ୍ରୀ ଓ ସଚିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.