ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର(କେନ୍ଯୁଜ୍): ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତ ଓ ଅପାରଙ୍ଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ପୋଲିସ ଡିଏସପି, OAS ଅଫିସର, ପୋଲିସ ଇନସ୍ପେକ୍ଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

୨ ମ୍ୟୁନିସପାଲଟି ଏକଜ୍ୟୁଟିଭ୍‌ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏପର୍ଯ୍ୟନ୍ତ ୧୫୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲାଣି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.