ଏକାମ୍ର ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ, ତ୍ବରାନ୍ବିତ କରିବା ପାଇଁ ଦେଲେ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମୀକ୍ଷା କରିଛନ୍ତି । ପ୍ରକଳ୍ପ ସ୍ଥାନକୁ ଯାଇ ଅଗ୍ରଗତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ହେଉଛି ଏକାମ୍ର ପ୍ରକଳ୍ପ ।
ଭୁବନେଶ୍ବର(କେନ୍ୟୁଜ୍): ଏକାମ୍ର ପ୍ରକଳ୍ପର ସମୀକ୍ଷା । ଏକାମ୍ର ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମୀକ୍ଷା କରିଛନ୍ତି । ପ୍ରକଳ୍ପ ସ୍ଥାନକୁ ଯାଇ ଅଗ୍ରଗତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ହେଉଛି ଏକାମ୍ର ପ୍ରକଳ୍ପ । ପ୍ରକଳ୍ପ କାମର ତ୍ବରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ଜୁନ୍ ୨୮ ତାରିଖରେ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ।