ରାଜ୍ୟ

ଏକାମ୍ର ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ, ତ୍ବରାନ୍ବିତ କରିବା ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍):  ଏକାମ୍ର ପ୍ରକଳ୍ପର ସମୀକ୍ଷା । ଏକାମ୍ର ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମୀକ୍ଷା କରିଛନ୍ତି । ପ୍ରକଳ୍ପ ସ୍ଥାନକୁ ଯାଇ ଅଗ୍ରଗତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ହେଉଛି ଏକାମ୍ର ପ୍ରକଳ୍ପ । ପ୍ରକଳ୍ପ କାମର ତ୍ବରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ଜୁନ୍ ୨୮ ତାରିଖରେ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ।

Sasmita

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

15 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

24 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

33 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

49 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 hour ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago