ରାଜ୍ୟ

ନିଜାମୁଦ୍ଦିନ୍‌ରେ ଆୟୋଜିତ ସମାବେଶ ତବଲିଗୀ ଜମାତ୍‌ରୁ ଫେରିଥିବା ସମସ୍ତ ଓଡ଼ିଆଙ୍କୁ ଖୁବଶୀଘ୍ର ଚିହ୍ନଟ କରିବାକୁ ନିର୍ଦ୍ଦେଶ

କେନ୍ୟୁଜ (ବ୍ୟୁରୋ): ଦିଲ୍ଲୀସ୍ଥିତ ନିଜାମୁଦ୍ଦିନ୍‌ରେ ଆୟୋଜିତ ସମାବେଶ ତବଲିଗୀ ଜମାତ୍‌ରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବାକୁ ଶନିବାର ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ଜଣାଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ । ଜିଲ୍ଲାପାଳ, ପୋଲିସ ନିଜ ସୋର୍ସ ମାଧ୍ୟମରେ ସେମାନଙ୍କୁ ଚିହ୍ନଟ କରନ୍ତୁ । ସାମ୍ନାକୁ ଆସିଲେ ସେମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ । ସେମାନଙ୍କ ମନରେ ସାହାସ ସୃଷ୍ଟି କରିବା ସହ ତଥ୍ୟ ଜଣାଇବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ବ୍ୟକ୍ତି ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ । ଏହାସହ ସ୍ୱାସ୍ଥ୍ୟସେବା ମଧ୍ୟ ପ୍ରଦାନ କରାଯିବ । ତଥ୍ୟ ଜଣାଇବାରେ ବିଳମ୍ବ କଲେ ଏହା ସମସ୍ତଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇପାରେ । ତଥ୍ୟ ଜଣାଇବାରେ ବିଳମ୍ବ ହେଲେ ଏହା ସମସ୍ତଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ ବୋଲି ୫-ଟି ସଚିବ ଏହି ଚିଠିରେ ଦର୍ଶାଇଛନ୍ତି ।

 

 

KNews Bureau

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

1 min ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

15 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

21 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

51 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

58 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago