ମାଲକାନଗିରି (କେନ୍ୟୁଜ): ଲଗାଣ ବର୍ଷାରେ ବେହାଲ ମାଲକାନଗିରି । ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି ଜିଲ୍ଲା । ବିଭିନ୍ନ ପୋଲ ଉପରେ ଚାଲୁଛି ପାଣି । ମୋଟୁ ଠାରୁ ରାଞ୍ଚି ବିଜୟୱାଡା କରିଡର ୩୨୬ ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ ରହିଛି। କୁଇଗୁର ବ୍ରିଜ ଉପରେ ୪ ଫୁଟର ପାଣି ପ୍ରବାହିତ ହେଉଛି। ଫଳରେ ଉଭୟ ପାର୍ଶ୍ୱରେ ଅଟକି ରହିଛି ଯାନବାହାନ ।
ସେପଟେ ଗୋଦାବରୀ ନଦୀ ବଢିବାରେ ଲାଗିଛି । ଜଳସ୍ତର ବୃଦ୍ଧି ପାଇ ୫୧ ଫୁଟ୍ରେ ପହଂଚିଛି । ଯାହାକି ଦ୍ୱିତୀୟ ବିପଦ ସଙ୍କେତ ପାର ହୋଇ ତୃତୀୟ ବିପଦ ସଙ୍କେତକୁ ପହଂଚିବାକୁ ଯାଉଛି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…