ପୁରୀ(କେନ୍ୟୁଜ୍): ପୁରୀରୁ ବିମାନ ଉଡ଼ିବା ନେଇ ଆଶ ଉଜ୍ଜଳ ହୋଇଛି। ୨୦୨୨-୨୩ ସୁଦ୍ଧା ପୁରୀରୁ ଉଡିବ ବିମାନ। ସବୁ ଠିକ୍ ଠାକ୍ ଚାଲିଲେ ବିମାନ ଉଡ଼ିବା ସମ୍ଭାବନା ଉଜ୍ଜ୍ଵଳ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟାରେ କହିଛନ୍ତି।
ପୁରୀରେ ବିମାନ ବନ୍ଦର ପାଇଁ ଜାଗା ଚିହ୍ନଟ କାର୍ଯ୍ୟ ଆରମ୍ଭ ହୋଇଛି । ସାମ୍ପ୍ରତିକ କରୋନା ପରିସ୍ଥିତି ପାଇଁ ବିମାନ ଉଡାଣ ପ୍ରଭାବିତ ହେଉଛି। ରାଜ୍ୟର ରାଉରକେଲା, ଜୟପୁର ପ୍ରଭୃତି ସ୍ଥାନରୁ ବିମାନ ଉଡାଣ ପାଇଁ ରାଜ୍ଯ ସରକାର ସହଯୋଗ କରୁଛନ୍ତି । ସମସ୍ତ ଅବିଭକ୍ତ ଜିଲ୍ଲା ଥିବା ଏୟାର୍ ଷ୍ଟ୍ରିପ ଉନ୍ନତି ପାଇଁ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…