ଧିରେ ଧିରେ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ବର୍ତ୍ତମାନ ୨୦ଟି ଗେଟ୍‌ ଦେଇ ହେଉଛି ବନ୍ୟା ଜଳ ନିଷ୍କାସିତ

ସମ୍ବଲପୁର: ଧିରେ ଧିରେ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରେ ଲାଗିଛି ।  ବର୍ତ୍ତମାନ ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ୬୧୬ଫୁଟ ଅତିକ୍ରମ କରିଛି ଜଳସ୍ତର। ବର୍ତ୍ତମାନ ୨ଲକ୍ଷ ୬୧ହଜାର ୧୬୩କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବାବେଳେ ଜଳଭଣ୍ଡାରକୁ ୩ଲକ୍ଷ ୨୩ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରୁ ସୋମବାର ୩ଟି ପର୍ଯ୍ୟାୟରେ ଗେଟ୍‌ ଗୁଡିକୁ ଖୋଲାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.