Categories: ରାଜ୍ୟ

ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥରେ ଭୁଷୁଡି ପଡିଲା ନିର୍ମାଣଧିନ ଫ୍ଲାଏଓଭର ବ୍ରିଜ

କେନ୍ଯୁଜ୍: ଦେବଗଡ଼ ପୁରୁଣାଗଡ଼ଠାରେ ୪୯ ନମ୍ବର ଜାତୀୟ ରାଜପଥରେ ନିର୍ମାଣଧିନ ଫ୍ଲାଏଓଭର ବ୍ରିଜର ଗୋଟିଏ ସ୍ପାନ ଭୁଷୁଡି ପଡିଛି । କୋଲକାତା- ମୁମ୍ବାଇ ୪୯ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରାଯାଉଥିବା ବେଳେ ଏହା ହଠାତ୍‌ ଭୁଷୁଡି ପଡିଥିଲା । ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ଅତିରିକ୍ତ ଜିଲ୍ଲପାଳ ଧରମ ହାଂସଦା, ତହସିଲଦାର ପଲ୍ଲବୀ ନାଏକ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 min ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

10 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

10 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

28 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

28 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

33 mins ago