କେନ୍ୟୁଜ୍ : ଆଉ ୨୪ଘଣ୍ଟା ରହିବ କୋହଲା ପାଗ। ଆଭ୍ୟନ୍ତରୀଣ ଓଡିଶାରେ ହାଲ୍କା ବର୍ଷା ହେଉଛି। ସୁନ୍ଦରଗଡ଼ରେ ସର୍ବାଧିକ ୮ମି.ମି ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ପର୍ୟ୍ୟନ୍ତ ଓଡିଶାରେ ହାଲ୍କା ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନ ଦକ୍ଷିଣ ଓଡିଶା, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଆଜି ଭୁବନେଶ୍ୱରର କେତେକ ସ୍ଥାନରେ ହାଲ୍କା ହାଲ୍କା ବର୍ଷା ହୋଇଛି। ଏହା ପରେ ଧୀରେ ଧୀରେ ଶୀତର ପ୍ରକୋପ କମିବ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…