ରାଜ୍ୟ

କୋରୋନା ସମୟରେ ସଫେଇ କର୍ମଚାରୀଙ୍କ ମନୋବଳ ବଢ଼ାଇବା ପାଇଁ ଯାଜପୁର ଜିଲ୍ଲା ପ୍ରଶାସନ ଉଦ୍ୟମ: ହ୍ୟାଣ୍ଡୱାସ, ମାସ୍କ ସହ ବଣ୍ଟାଗଲା ଖାଦ୍ୟ ପୁଡିଆ

ଯାଜପୁର ଟାଉନ: କୋରୋନା ସମୟରେ ପୌରପାଳିକା ସଫେଇ କର୍ମଚାରୀ ସେମାନଙ୍କ କାମ ଜାରି ରଖିଛନ୍ତି । ସେମାନଙ୍କ ମନୋବଳ ବଢ଼ାଇବା ପାଇଁ ଯାଜପୁର ଜିଲ୍ଲାପ୍ରଶାସନ ଉଦ୍ୟମ ଆରମ୍ଭ କରିଛି । ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଯାଜପୁର ପୌରପାଳିକାର ସମସ୍ତ ସଫେଇ କର୍ମଚାରୀଙ୍କୁ ଭେଟି ହ୍ୟାଣ୍ଡୱାସ, ମାସ୍କ ଓ ଖାଦ୍ୟ ପୁଡିଆ ବଂଟନ କରିଛନ୍ତି ।

ଏଭଳି ସମୟରେ ନିଜ କାମ ଜାରି ରଖିଥିବାରୁ ଜିଲ୍ଲାପାଳ ସଫେଇ କର୍ମଚାରୀ ମାନଙ୍କୁ ବେଶ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଡିଆଡିଏ ପ୍ରକଳ୍ପ ନର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ,ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି,ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଜୟ କୁମାର ମହାନ୍ତିଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Sonalisa

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

28 seconds ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

10 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

22 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

29 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

30 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

48 mins ago