ରାଜ୍ୟ

ହାତୀମୃତ୍ୟୁ ଘଟଣାରେ ବନବିଭାଗର କାର୍ଯ୍ୟାନୁଷ୍ଠାନ: ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ନିଲମ୍ବିତ

ଢେଙ୍କାନାଳ(କେନ୍ୟୁଜ୍): ହାତୀମୃତ୍ୟୁ ଘଟଣାରେ ବନବିଭାଗର କାର୍ଯ୍ୟାନୁଷ୍ଠାନ। କାମାକ୍ଷାନଗର ମହାବିରୋଡ଼ ରେଞ୍ଜରେ ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ନିଲମ୍ବିତ। ଗତ ମାସ ୨୮ ତାରିଖରେ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନର ଘାଘରାମୁଣ୍ଡା ଗାଁର ଖେସରା ଜଙ୍ଗଲରେ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଥିଲା।

ଏନେଇ ଫରେଷ୍ଟର ସରୋଜ କୁମାର ବେହେରା ଓ ଫରେଷ୍ଟ ଗାର୍ଡ ସ୍ୱର୍ଣ୍ଣପ୍ରଭା ସେଠ୍‌ଙ୍କୁ ନିଲମ୍ବନ କରିଛନ୍ତି ଢେଙ୍କାନାଳ ଡିଏଫଓ ପ୍ରକାଶ ଚାନ୍ଦ ଗୋଗିନେନୀ। ନିଜ କାମରେ ଅବହେଳା ପାଇଁ ସେମାନଙ୍କୁ ନିଲମ୍ବନ କରିଛନ୍ତି ଡିଏଫଓ। ବିଦ୍ୟୁତ ତାର ଫାଶରେ ପଡ଼ି ୨୫ ବର୍ଷୀୟ ମାଈ ହାତୀର ମୃତ୍ୟୁ ହୋଇଥିବା ଡିଏଫଓ କହିଛନ୍ତି।.

KNews Bureau

Recent Posts

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

1 hour ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

1 hour ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

2 hours ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

2 hours ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

3 hours ago