ଟାଙ୍ଗୀ(କେନ୍ୟୁଜ୍): ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ । ଲକ୍ଷାଧିକ ଟଙ୍କାର କାଠ ଜବତ। ଖୋରଧା ଜିଲ୍ଲାର ଟାଙ୍ଗୀ ଥାନା ଭଜାଗଡ ଗ୍ରାମ ଜଙ୍ଗଲ ନିକଟରେ ଥିବା ଚୋରା କାଠ ଡିପୋ ଉପରେ ଟାଙ୍ଗୀ ବନାଞ୍ଚଳ ଅଧିକାରୀ ଓ ଭୂଷଣ୍ଡପୁର ଫରେଷ୍ଟରଙ୍କ ନେତୃତ୍ୱରେ ଅଚାନକ ଚଢାଉ କରାଯାଇଥିଲା। ଏହି ସମୟରେ ବିପୁଳ ପରିମାଣର ଚୋରା ମୂଲ୍ୟବାନ କାଠ ସହ ବେଆଇନ କରତ କଳ ଜବତ କରାଯାଇଛି ।
ଚଢାଉବେଳେ କାଠ ମାଫିଆମାନେ ଫେରାର ହୋଇଯାଇଛନ୍ତି । ଜବତ କାଠର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି । ବନବିଭାଗ କାଠ ଓ କରତକଳ ଜବତ କରି ଅଧିକ ତଦନ୍ତ ଜାରି ରଖିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…