ଝାରସୁଗୁଡା : ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଗଛ କଟା ପରିମିସନ ପାଇଁ ନେଉଥିଲେ ୧୫ ହଜାର ଟଙ୍କା।
ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ରେଞ୍ଜ ବନ୍ଧବାହାଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ଝରଣା ସାହୁ ଓ ଜଗୁଆଳି ସଞ୍ଜୟ ବାରିକ ନେଉଥିଲେ ଲାଞ୍ଚ। ଲାଞ୍ଚ ଟଙ୍କା ନେଉଥିବା ବେଳେ ଧରିଲା ଭିଜିଲାନସ। ଝାରସୁଗୁଡା ଓ ସୁନ୍ଦରଗଡ଼ ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରିଥିଲେ।
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…