ରାଜ୍ୟ

ଆଜିଠୁ ଜଙ୍ଗଲକୁ ସୁରକ୍ଷା ଦେବେ ନାହିଁ ବନ କର୍ମଚାରୀ, ୫ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ଜଙ୍ଗଲକୁ ସୁରକ୍ଷା ଦେବେ ନାହିଁ ବନ କର୍ମଚାରୀ । ଏହି ନିଷ୍ପତି ନେଇଛି ଓଡ଼ିଶା ଅଣ ଗେଜେଟଡ ବନ କର୍ମଚାରୀ ସଂଘ । ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଜଙ୍ଗଲ ସୁରକ୍ଷା କାମରେ ଯୋଗ ନଦେଇ ପ୍ରତୀକ ଆନ୍ଦୋଳନ କରିବ ବୋଲି ସଂଘ କହିଛି । ୫ଦଫା ଦାବି ସ୍ୱତନ୍ତ୍ର ଷ୍ଟାଇକିଂ ଫୋର୍ସ ଗଠନ, େଓ୍ଵଲଫେୟାର ଫଣ୍ଡ, ex-gratia Telangana model ଅନୁଯାୟୀ ଦେବା ପାଇ ସଂଘ ଦାବି କରିଛି ।

ଜୁଲାଇ ୮ ସୁଦ୍ଧା ଦାବି ପୂରଣ ନହେଲେ ୧୦ରୁ ପୁରା କାମ ବନ୍ଦ କରି ଲୋୟର ପିଏମଜିରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମାସକ ଭିତରେ ଶିକାରୀଙ୍କ ଯୋଗୁଁ ଦୁଇ ଜଣ କର୍ମଚାରୀଙ୍କ ହତ୍ୟା ହୋଇଥିବାରୁ ଏହାରି ପ୍ରତିବାଦରେ ଓ ବନ କର୍ମଚାରୀଙ୍କ ସୁରକ୍ଷା ପାଇଁ ଏହି ଆନ୍ଦୋଳନ କରାଯାଉଥିବା ସଂଘ କହିଛି ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

10 mins ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

3 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

3 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

4 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

4 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

4 hours ago