ରାଜ୍ୟ

ଜନ୍ମମାଟି ଲାଇକିରାରେ ହେବ ହେମାନନ୍ଦ ବିଶ୍ୱାଳଙ୍କ ଶେଷ କୃତ୍ୟ, କାଲି ଭୁବନେଶ୍ବର ବାସଭବନରେ ଶେଷ ଦର୍ଶନ କରିବେ ବିଶିଷ୍ଟ ବ୍ୟକ୍ତି ବିଶେଷ

ଭୁବନେଶ୍ବର(କେନ୍ୟୁଜ୍):  ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶେଷ କୃତ୍ୟ ଆସନ୍ତା କଲି ତାଙ୍କ ଜନ୍ମମାଟି ଲାଇକିରା ହେବ।  ପ୍ରଥମେ ସକାଳୁ ଭୁବନେଶ୍ୱର ସ୍ଥିତି ବାସଭବନକୁ ତାଙ୍କ ମର ଶରୀରକୁ ନିଆଯିବ ଓ ସେଠାରେ ଶେଷ ଦର୍ଶନ ପାଇଁ ରଖାଯିବ । ଏହାପରେ ଲାଇକିରାରେ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ । ହେମାନନ୍ଦଙ୍କ ପୂର୍ବତନ ବ୍ୟକ୍ତିଗତ ରାଜନୈତିକ ସଚିବ ଅଶୋକ ପାଲଟାସିଂ ଙ୍କ ସୂଚନା ଅନୁସାରେ କିଛି ଦିନ ତଳେ ତାଙ୍କ ନିଜ ଗାଁରେ ମର୍ଣ୍ଣିଂ ୱାର୍କ ସମୟରେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ।

ତାଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ନିଆଯିବାପରେ ତାଙ୍କୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥାରେ ଉନ୍ନତି ଆସୁଥିବା ବେଳେ ହଠାତ ଆଜି ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା।  ମୃତ୍ୟୁ ସମୟରେ ତାଙ୍କ ପାଖରେ ତାଙ୍କ ଜ୍ୱାଇଁ ଓ  ଝିଅ ଉପସ୍ଥିତ ଥିଲେ ।  ଆଜି ହସ୍ପିଟାଲରେ ତାଙ୍କ ମରଶରୀର ରହିବା ନେଇ ସୂଚନା ମିଳିଛି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

4 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

6 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

12 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

21 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

21 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

39 mins ago